ଜୀବନଦାନ ୨୦୨୬ ମସିହାରେ ମୁକ୍ତିଲାଭ କରିଥିବା ଏକ ଓଡ଼ିଆ କଥାଚିତ୍ର । ଏହି କଥାଚିତ୍ରଟିର ପ୍ରଯୋଜନା କରିଥିଲେ ସମାପିକା ମହାପାତ୍ର । ସୌରଭ ସରକାର ଏହି କଥାଚିତ୍ରଟିର ଚିତ୍ରନାଟ୍ୟ ରଚନା କରିଥିଲେ ଏବଂ ନିର୍ଦ୍ଦେଶନା ଦେଇଥିଲେ । ଏହି କଥାଚିତ୍ରଟି ରାଧାମୋହନ ମହାପାତ୍ରଙ୍କ ଉପନ୍ୟାସ ଉପରେ ଅଧାରିତ ଥିଲା ।